Matthew 27:20 — Compare Translations

7 translations compared side by side

Odia - 1840
"କିନ୍ତୁ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସମାନେେ ବାରବ୍ବାଙ୍କୁ ମୁକ୍ତ କରିବା ପାଇଁ ଓ ୟିଶୁଙ୍କୁ ମାରିଦବୋ ପାଇଁ ଅନୁ ରୋଧ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକ-ସମୂହକୁ ମଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଖ୍ୟ ପୁରୋହିତ ଓ ଧର୍ମନେତାମାନେ ବାରବ୍ବାକୁ ଖଲାସ କରିଦେଲେ, ଯୀଶୁଙ୍କୁ ପ୍ରାଣଦଣ୍ଡ ଦେବା ପାଇଁ ପିଲାତଙ୍କ ନିକଟରେ ଦାବୀ କରିବାକୁ ଲୋକମାନଙ୍କୁ ମତାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ବାର‌‌‌‌‌ବ୍‌‌‌‌‌ବାଙ୍କୁ ମୁକ୍ତ କରିବା ପାଇଁ ଓ ଯୀଶୁଙ୍କୁ ମାରିଦେବା ପାଇଁ ଅନୁରୋଧ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿಕ್ಡಿ ಮುಖ್ಯ ಯಾಜಕಾನಿ ಅನಿ ಜಾನ್ತ್ಯಾನಿ ಲೊಕಾಂಚ್ಯಾ ತಾಂಡ್ಯಾಕ್, ಬಾರಾಬ್ಬಾಸಾಕ್ ಸೊಡ್ ಅನಿ ಜೆಜುಕ್ ಕುರ್ಸಾರ್ ಮಾರ್ ಮನುನ್ ಪಿಲಾತಾಕ್ಡೆ ಮಾಗಾ ಮನುನ್ ಸಾಂಗುನ್ ದಿಲ್ಯಾನಿ.