Matthew 27:22 — Compare Translations
7 translations compared side by side
Odia - 1840
"ତା'ପରେ ପୀଲାତ ସମାନଙ୍କେୁ ପଚ଼ାରିଲେ, ତବେେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାୟାଏ ତାହାଙ୍କ ପ୍ରତି ମୁଁ କ'ଣ କରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି ଆମ୍ଭେ କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ ପଚାରିଲେ, “ତେବେ ମସୀହ ରୂପେ ପରିଚିତ ଯୀଶୁଙ୍କୁ କଅଣ କରିବି?” “ତାଙ୍କୁ କ୍ରୁଶରେ ଚଢ଼ାଅ” ବୋଲି ସେମାନେ ଚିକ୍ରାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପୀଲାତ ସେମାନଙ୍କୁ ପଗ୍ଭରିଲେ, “ତେବେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାଯାଏ ତାହାଙ୍କ ପ୍ରତି ମୁଁ କ’ଣ କରିବି?” ସମସ୍ତେ କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ।
Odia IRV 2017 (ଓଡିଆ ବାଇବେଲ)
ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಿಲಾತಾನ್,“ತಸೆ ಜಾಲ್ಯಾರ್ ಕ್ರಿಸ್ತ್ ಮನ್ತಲ್ಯಾ ಹ್ಯಾ ಜೆಜುಕ್ ಮಿಯಾ ಕಾಯ್ ಕರುಚೆ?” ಮನುನ್ ತೆಂಕಾ ಇಚಾರ್ಲ್ಯಾನ್. ತನ್ನಾ ತೆನಿ ಸಗ್ಳ್ಯಾನಿ,“ತೆಕಾ ಕುರ್ಸಾರ್ ಮಾರ್!” ಮನುನ್ ಜಬಾಬ್ ದಿಲ್ಯಾನಿ.