Matthew 27:23 — Compare Translations

7 translations compared side by side

Odia - 1840
"ପୀଲାତ ପଚ଼ାରିଲେ, କାହିଁକି? ସେ କ'ଣ ଅପରାଧ କରିଛନ୍ତି? କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, ତାହାଙ୍କୁ କୃଶ ରେ ଚ଼ଢ଼ଇେ ଦିଆଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ ପଚାରିଲେ, “କିନ୍ତୁ ସେ କି ଅପରାଧ କରିଛନ୍ତି?” ସେମାନେ ଆହୁରି ପାଯି କରି କହିବାକୁ ଲାଗିଲେ, “ତାଙ୍କୁ କ୍ରୁଶରେ ଚଢ଼ାଅ।”
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ ପଗ୍ଭରିଲେ, “କାହିଁକି? ସେ କ’ଣ ଅପରାଧ କରିଛନ୍ତି?” କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪಿಲಾತಾನ್,“ತೆನಿ ಕಾಯ್ ಚುಕ್ ಕರ್‍ಲ್ಯಾನಾಯ್?” ಮನುನ್ ಇಚಾರ್‍ಲ್ಯಾನ್. ತನ್ನಾ ತೆನಿ ಜೊರಾನಿ “ತೆಕಾ ಕುರ್ಸಾರ್ ಮಾರ್!” ಮನುನ್ ಬೊಬ್ ಮಾರ್‍ಲ್ಯಾನಿ.