Matthew 27:25 — Compare Translations
7 translations compared side by side
Odia - 1840
"ସବୁ ଲୋକ ଉତ୍ତର ଦେଲେ, ଆମ୍ଭେ ତାହାଙ୍କ ମୃତ୍ଯୁ ପାଇଁ ଦାଯୀ ରହିବୁ। ତାହାଙ୍କ ମୃତ୍ଯୁ ପାଇଁ ଯେ କୌଣସି ଦଣ୍ଡ ପାଇବାକୁ ଯୋଗ୍ଯ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥି ରେ ରାଜି ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ଉତ୍ତର ଦେଲେ, “ତା’ର ମୃତ୍ୟୁ ପାଇଁ ଦଣ୍ଡ ଭୋଗିବାର ଥିଲେ, ଆମକୁ ଓ ଆମ ପିଲାମାନଙ୍କୁ ସେହି ଦଣ୍ଡଭୋଗ କରିବାକୁ ପଡ଼ୁ।”
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಗ್ಳ್ಯಾ ಲೊಕಾನಿ,“ಹೆಚ್ಯಾ ಮರ್ನಾಚಿ ಜವಾಬ್ದಾರಿ ಅಮ್ಚ್ಯಾ ವರ್ತಿ ಅನಿ ಅಮ್ಚ್ಯಾ ಪೊರಾಂಚ್ಯಾ ವರ್ತಿ ಪಡುಂದಿತ್!” ಮಟ್ಲ್ಯಾನಿ.