Matthew 27:26 — Compare Translations

7 translations compared side by side

Odia - 1840
"ପୀଲାତ ବାରବ୍ବାଙ୍କୁ ମୁକ୍ତ କରି ଦେଲେ ଓ ଯୀଶୁଙ୍କୁ ବତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କୃଶ ରେ ଚଢ଼ାଇବା ପାଇଁ ସୈନ୍ଯମାନଙ୍କୁ ହାତ ରେ ଅର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶେଷରେ ପିଲାତ ବାରବ୍ବାକୁ ମୁକ୍ତି ଦେଇ ଯୀଶୁଙ୍କୁ କୋରଡ଼ାରେ ମାରିବାକୁ ଆଦେଶ ଦେଲେ, ତା’ପରେ କ୍ରୁଶବିଦ୍ଧ କରିବା ପାଇଁ ସେମାନଙ୍କ ହାତରେ ଛାଡ଼ି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ ବାର‌‌‌‌‌ବ୍‌‌‌‌‌ବାଙ୍କୁ ମୁକ୍ତ କରିଦେଲେ ଓ ଯୀଶୁଙ୍କୁ ବେତରେ ମାରିବା ପାଇଁ ଆଦେଶ ଦେଲେ। ତା’ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସୈନ୍ୟମାନଙ୍କ ହାତରେ ଅର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಿಲಾತಾನ್ ಲೊಕಾಂಚ್ಯಾ ಮನಾ ಸರ್ಕೆ ಬಾರಾಬ್ಬಾಸಾಕ್ ಸೊಡುನ್ ದಿಲ್ಯಾನ್, ಅನಿ ಜೆಜುಕ್ ಬಾರ್‍ಕೊಲಾನಿ ಮಾರುಕ್ ಲಾವುನ್ ಕುರ್ಸಾರ್ ಮಾರುಕ್ ಮನುನ್ ಒಪ್ಸುನ್ ದಿಲ್ಯಾನ್.