Matthew 27:3 — Compare Translations

7 translations compared side by side

Odia - 1840
"ୟିହୂଦା ଦେଖିଲା ଯେ, ସମାନେେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ୟିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତୃମାନଙ୍କ ହାତ ରେ ଦଇେ ଦଇେଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନଙ୍କୁ ସହେି ତିରିଶଟି ରେ ୗପ୍ୟମୁଦ୍ରା ଫରୋଇ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣକାରୀ ଯିହୁଦା, ସେ ପ୍ରାଣଦଣ୍ତାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ବିଶ୍ୱାଘାତକ ଯିହୁଦା ଶୁଣିଲା ଯେ, ଯୀଶୁଙ୍କୁ ଦଣ୍ଡାଦେଶ ହୋଇଛି, ସେ ଅନୁତାପ କଲା ଏବଂ ପ୍ରଧାନ ପୁରୋହିତ ଓ ବୟୋବୃଦ୍ଧ ନେତାମାନଙ୍କୁ ତିରିଶଟି ରୌପ୍ୟମୁଦ୍ରା ଫେରାଇ ଦେଇ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦାଙ୍କ ଆତ୍ମହତ୍ୟା ଯିହୂଦା ଦେଖିଲା ଯେ, ସେମାନେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ଯିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତ୍ରୁମାନଙ୍କ ହାତରେ ଦେଇ ଦେଇଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନଙ୍କୁ ସେହି ତିରି‌ଶ୍‌ଟି ରୌପ୍ୟମୁଦ୍ରା ଫେରାଇଦେଲୋ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ଫେରାଇ ଆଣି କହିଲା,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ವಾಯ್ಟ್ ಕರ್‍ತಲೆ ತೆಕಾ ಘಾತ್ ಕರುನ್ ಧರುನ್ ದಿಲ್ಲ್ಯಾ ಜುದಾಸಾನ್ ಬಗಟ್ಲ್ಯಾನ್, ತನ್ನಾ ತೆಕಾ ಲೈ ವಾಯ್ಟ್ ದಿಸ್ಲೆ ಅನಿ ತೊ ಬದಲ್ಲೊ, ತೆ ತಿಸ್ ಚಾಂದಿಚೆ ಪೈಸೆ ಘೆವ್ನ್ ಮುಖ್ಯ ಯಾಜಕಾ ಅನಿ ಜಾನ್ತ್ಯಾನಿಕ್ಡೆ ಯೆಲೊ. ಅನಿ,