Matthew 27:30 — Compare Translations
7 translations compared side by side
Odia - 1840
"ତା'ପରେ ସମାନେେ ତାହାଙ୍କ ମୁହଁ ଉପରକୁ ଛପେ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନଇେ ସେଥି ରେ ତାହାଙ୍କର ମୁଣ୍ଡକୁ ପୁଟିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ଘେନି ତାହାଙ୍କ ମୁଣ୍ତରେ ମାରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତାଙ୍କ ଉପରେ ଛେପ ପକାଇଲେ, ସେହି ଯଷ୍ଟି ନେଇ ତାଙ୍କ ମୁଣ୍ଡକୁ ଆଘାତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ତାହାଙ୍କ ମୁହଁ ଉପରକୁ ଛେପ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନେଇ ସେଥିରେ ତାହାଙ୍କର ମୁଣ୍ଡକୁ ପିଟିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಚ್ಯಾ ತೊಂಡಾರ್ ಥುಕ್ಲ್ಯಾನಿ ಅನಿ ಖಾಟಿ ಘೆವ್ನ್ ತೆಚೆ ಟಕ್ಲೆ-ಟಕ್ಲೆ ಧರುನ್ ಮಾರ್ಲ್ಯಾನಿ.