Matthew 27:32 — Compare Translations

7 translations compared side by side

Odia - 1840
"ସୈନ୍ଯମାନେ ଯୀଶୁଙ୍କୁ ନଇେ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମାନେ ନାମ ରେ ଜଣେ ଲୋକକୁ ଦେଖିଲେ। ସମାନେେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କୃଶ ବୋହି ନବୋ ପାଇଁ ବାଧ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାଙ୍କୁ ବାଧ୍ୟ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯିବାବେଳେ ବାଟରେ କୁରୁଣୀର ଶିମୋନ ନାମକ ଜଣେ ଲୋକକୁ ଭେଟିଲେ ଓ ସୈନିକମାନେ ତାକୁ ଯୀଶୁଙ୍କର କ୍ରୁଶ ବହନ କରିବା ପାଇଁ ବାଧ୍ୟ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ କ୍ରୁଶରେ ହତ୍ୟା କରାଗଲା ସୈନ୍ୟମାନେ ଯୀଶୁଙ୍କୁ ନେଇ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମୋନ ନାମରେ ଜଣେ ଲୋକକୁ ଦେଖିଲେ। ସେମାନେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବା ପାଇଁ ବାଧ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବୋହିବା ପାଇଁ ତାହାଙ୍କୁ ବାଧ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାହାଙ୍କୁ ବାଧ୍ୟ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಶಾರಾತ್ನಾ ಭಾಯ್ರ್ ಗೆಲ್ಲ್ಯಾ ತನ್ನಾ ಸಿರೆನ್ ಮನ್ತಲ್ಯಾ ಶಾರಾಚೊ ಸಿಮಾವ್ ಮನ್ತಲೊ ಎಕ್ ಮಾನುಸ್ ತೆಂಕಾ ಗಾವ್ಲೊ. ಸೈನಿಕಾನಿ ತೆಕಾ ‍ಜಬರ್‍ದಸ್ತಿನಿ ಜೆಜುಚೊ ಕುರಿಸ್ ವಾವುನ್ ನ್ಹೆವ್ಕ್ ಲಾವ್ಲ್ಯಾನಿ.