Matthew 27:33 — Compare Translations
7 translations compared side by side
Odia - 1840
"ସମାନେେ ଗଲ୍ଗଥା ନାମକ ସ୍ଥାନ ରେ (ଯାହାର ଅର୍ଥ କପାଳସ୍ଥାନ) ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍, ଯାହାକୁ କପାଳ ସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଗଲ୍ଗଥା ନାମକ ଗୋଟିଏ ସ୍ଥାନରେ ପହଞ୍ôଚଲେ। ଗଲ୍ଗଥାର ଅର୍ଥ ଖପୁରୀ ଆକୃତି ସ୍ଥାନ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗଲ୍ଗଥା ନାମକ ସ୍ଥାନରେ (‘‘ଯାହାର ଅର୍ଥ କପାଳସ୍ଥାନ’’) ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆನಿ ಗೊಲ್ಗೊಥಾ ಮನ್ತಲ್ಯಾ ಜಾಗ್ಯಾಕ್ ಯೆವ್ನ್ ಪಾವ್ಲೆ, ಗೊಲ್ಗೊಥಾ ತಸೆ ಮಟ್ಲ್ಯಾರ್, ಬುರ್ಡ್ಯಾಚೊ ಜಾಗೊ ಮನುನ್ ಅರ್ತ್.