Matthew 27:37 — Compare Translations

7 translations compared side by side

Odia - 1840
"ସୈନ୍ଯମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥି ରେ ଲଖାେ ଥିଲା, ଏ ଯିହୂଦୀମାନଙ୍କର ରାଜା ଯୀଶୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ଵରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ବିରୁଦ୍ଧରେ ହୋଇଥିବା ଅଭିଯୋଗର ଗୋଟିଏ ଲିଖିତ ବିଜ୍ଞପ୍ତି ତାଙ୍କ ମସ୍ତକ ଉପରେ ଝୁଲେଇ ଦିଆଯାଇଥିଲା: “ଏଇ ହେଉଛନ୍ତି ଇହୁଦୀମାନଙ୍କର ରାଜା।”
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥିରେ ଲେଖା ଥିଲା, “ ଏ ଯିହୂଦୀମାନଙ୍କର ରାଜା ଯୀଶୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಟಕ್ಲ್ಯಾಚ್ಯಾ ವೈಲ್ಯಾ ಬಾಜುಕ್ ತೆಚೊ ಅಪ್ವಾದ್ ಮನುನ್, “ಹ್ಯೊ ಜೆಜು ಜುದೆವಾಂಚೊ ರಾಜಾ” ಮನುನ್ ಲಿವ್ನ್ ಲಾವಲ್ಲ್ಯಾನಿ.