Matthew 27:38 — Compare Translations

7 translations compared side by side

Odia - 1840
"ସହେି ସମୟରେ ଦୁଇଜଣ ଡ଼କାୟତଙ୍କୁ ମଧ୍ଯ ଯୀଶୁଙ୍କ ପାଖ ରେ କୃଶ ରେ ଚଢ଼ଇେ ଦିଆଗଲା। ଜଣକୁ ତାହାଙ୍କ ଡ଼ାହାଣ ପଟେ ଓ ଆର ଜଣକୁ ବାମ ପଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେମାନେ ଦୁଇଜଣ ଦସ୍ୟୁକୁ ସେଠାରେ କ୍ରୁଶରେ ଚଢ଼ାଇଲେ, ଜଣକୁ ଯୀଶୁଙ୍କ ଦକ୍ଷିଣ ପାଶ୍ୱର୍ରେ ଓ ଅନ୍ୟ ଜଣକୁ ତାଙ୍କ ବାମରେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଦୁଇଜଣ ଡକାୟତଙ୍କୁ ମଧ୍ୟ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼େଇ ଦିଆଗଲା। ଜଣକୁ ତାହାଙ୍କ ଡାହାଣ ପଟେ ଓ ଆର ଜଣକୁ ବାମ ପଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ದೊನ್ ಚೊರಾಕ್ನಿ ಜೆಜುಚ್ಯಾ ವಾಂಗ್ಡಾ ಕುರ್ಸಾರ್ ಮಾರ್‍ಲ್ಯಾನಿ ಎಕ್ಲ್ಯಾಕ್ ತೆಚ್ಯಾ ಉಜ್ವ್ಯಾ ಬಾಜುಕ್ ಅನಿ ಅನಿ ಎಕ್ಲ್ಯಾಕ್ ತೆಚ್ಯಾ ಡಾವ್ಯಾ ಬಾಜುಕ್.