Matthew 27:39 — Compare Translations
7 translations compared side by side
Odia - 1840
"ସହେି ପାଖ ଦଇେ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସମାନେେ ସମେମାନଙ୍କ ମୁଣ୍ଡ ହଲଇେ କହୁଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ତ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ବାଟେ ଯାଉଥିବା ଲୋକମାନେ ମୁଣ୍ଡ ହଲାଇ ଯୀଶୁଙ୍କୁ ଅପମାନ ଦେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ପାଖଦେଇ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସେମାନେ ସେମମାନଙ୍କ ମୁଣ୍ଡ ହଲେଇ କହୁଥିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈತ್ನಾ ಪಾರ್ ಹೊವ್ನ್ ಜಾತಲ್ಯಾ ಲೊಕಾನಿ ಜೆಜುಕ್ ಎಡ್ಸಡುನ್ಗೆತ್ ಟಕ್ಲೆ ಹಾಲ್ವುನ್: