Matthew 27:4 — Compare Translations

7 translations compared side by side

Odia - 1840
"ସେ କହିଲେ, ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦବୋପାଇଁ ତୁମ୍ଭ ହାତ ରେ ଧ ରଇେ ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି? ତୁ ତାହା ବୁଝ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କ ପ୍ରତି ବିଶ୍ୱାସଘାତକତା କରି ମୁଁ ବଡ଼ ପାପ କରିଛି।” ସେମାନେ ଉତ୍ତର ଦେଲେ, “ଆମର ସେଥିରେ କଅଣ ଅଛି? ତା’ ତୁମ ନିଜର କଥା।”
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲା, “ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦେବା ପାଇଁ ତୁମ୍ଭ ହାତରେ ଧରେଇ ଦେଇଛି।” ଯିହୂଦୀ ନେତାମାନେ କହିଲେ, “ଏଥିରେ ଆମ୍ଭର କିଛି ଯାଏ ଆସେ ନାହିଁ। ତୁମ୍ଭ କଥା ତୁମ୍ଭେ ବୁଝ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?
Odia IRV 2017 (ଓଡିଆ ବାଇବେଲ)
ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಕ್ ಚುಕ್ ನಸಲ್ಲ್ಯಾ ಮಾನ್ಸಾಕ್ ಜಿವಾನಿ ಮಾರುಕ್ ಧರುನ್ ದಿವ್ನ್ ಮಿಯಾ ಚುಕ್ ಕರ್‍ಲೊ!” ಮಟ್ಲ್ಯಾನ್. ತನ್ನಾ ತೆನಿ,“ಅಮಿ ಕಶ್ಯಾಕ್ ಹೆಚ್ಯಾ ವಿಶಯಾತ್ ಚಿಂತಾ ಕರುಚೆ? ತುಜೆ ಸಮಸ್ಯೆ ತೆ ತಿಯಾಚ್ ಬಗುನ್ ಘೆ!” ಮನುನ್ ಜಬಾಬ್ ದಿಲ್ಯಾನಿ.