Matthew 27:40 — Compare Translations

7 translations compared side by side

Odia - 1840
"ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦରକୁ ଭାଙ୍ଗି ଦଇେ ପାରିବଓ ପୁଣି ତାକୁ ତିନିଦିନ ମଧିଅରେ ତିଆରି କରିଦଇେ ପାରିବା ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ତବେେ କୃଶ ଉପରୁ ତଳକୁ ଚ଼ାଲିଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରେ ମନ୍ଦିର ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମେ ପରା ମନ୍ଦିରକୁ ଭାଙ୍ଗିଦେଇ ତିନି ଦିନରେ ପୁଣି ତାକୁ ତୋଳି ଦେଉଥିଲ। ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ନିଜକୁ ରକ୍ଷା କର। କ୍ରୁଶରୁ ଓହ୍ଲାଇ ଆସ।”
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦିରକୁ ଭାଙ୍ଗି ଦେଇ ପାରିବ ଓ ପୁଣି ତାକୁ ତିନି ଦିନ ମଧ୍ୟରେ ତିଆରି କରିଦେଇ ପାରିବ ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ତେବେ କ୍ରୁଶ ଉପରୁ ତଳକୁ ଗ୍ଭଲିଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ।
Odia IRV 2017 (ଓଡିଆ ବାଇବେଲ)
ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತಿಯಾ ದೆವಾಚಿ ಗುಡಿ ಮೊಡುನ್ ತಿನ್ ದಿಸಾತ್ನಿ ಮಟ್ಲ್ಯಾರ್ ಭಾಂದ್‍ನಾರ್ ಹೊತ್ತೆ ನ್ಹಯ್! ತಿಯಾ ದೆವಾಚೊ ಲೆಕ್ ರ್‍ಹಾಲ್ಯಾರ್ ತುಕಾಚ್ ಹುರ್‍ವುನ್ ಘೆ! ಕುರ್ಸಾ ವೈನಾ ಉತ್ರುನ್ ಯೆ!” ಮಟ್ಲ್ಯಾನಿ.