Matthew 27:41 — Compare Translations

7 translations compared side by side

Odia - 1840
"ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚ଼ୀନମାନେ ମଧ୍ଯ ସଠାେରେ ଥିଲେ। ସମାନେେ ମଧ୍ଯ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରି କହିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଧାନ ପୁରୋହିତ, ଧର୍ମଗୁରୁ ଓ ସଂପ୍ରଦାୟର ବୟୋବୃଦ୍ଧ ନେତାମାନେ ମଧ୍ୟ ଯୀଶୁଙ୍କୁ ବିଦ୍ରୁପ କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚୀନମାନେ ମଧ୍ୟ ସେଠାରେ ଥିଲେ। ସେମାନେ ମଧ୍ୟ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮುಖ್ಯ ಯಾಜಕಾನಿ, ಶಾಸ್ತರಾ ಶಿಕ್ವುತಲ್ಯಾನಿ ಅನಿ ಜಾನ್ತ್ಯಾ ಲೊಕಾನಿಬಿ ಅಸೆಚ್ ಜೆಜುಕ್ ಎಡ್ಸಡ್ಲ್ಯಾನಿ: