Matthew 27:42 — Compare Translations
7 translations compared side by side
Odia - 1840
"ସମାନେେ କହୁଥିଲେ, ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ। ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁନାହାନ୍ତି। ଲୋକେ କହନ୍ତୁ ଯେ ସେ ଇଶ୍ରାୟେଲର ରାଜା। ଏକଥା ଯଦି ସତ, ତବେେ ସେ ବର୍ତ୍ତମାନ କୃଶ ଉପରୁ ତଳକୁ ଓହ୍ଲଇେ ଆସନ୍ତୁ। ତବେେ ଅମ୍ଭେ ତାହାଙ୍କୁ ବିଶ୍ବାସ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ଵାସ କରିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲା, କିନ୍ତୁ ନିଜକୁ ରକ୍ଷା କରି ପାରୁ ନାହିଁ। ସେ ପରା ଇଶ୍ରାୟେଲର ରାଜା। ଏବେ ଯଦି ସେ କ୍ରୁଶରୁ ଓହ୍ଲାଇ ଆସି ପାରିବ, ଆମେ ତାକୁ ବିଶ୍ୱାସ କରିବୁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହୁଥିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ, ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁ ନାହାନ୍ତି। ଲୋକେ କହନ୍ତି ଯେ, ସେ ଇସ୍ରାଏଲର ରାଜା। ଏ କଥା ଯଦି ସତ, ତେବେ ସେ ବର୍ତ୍ତମାନ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସନ୍ତୁ। ତେବେ ଆମ୍ଭେ ତାହାଙ୍କୁ ବିଶ୍ୱାସ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା।
Odia IRV 2017 (ଓଡିଆ ବାଇବେଲ)
ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತೆನಿ ದುಸ್ರ್ಯಾಕ್ನಿ ಹುರ್ವುನ್ ಘೆಟ್ಲ್ಯಾನ್, ಖರೆ ಅತ್ತಾ ಅಪ್ನಾಕುಚ್ ಹುರ್ವುನ್ ಘೆವ್ಕ್ ತೆಕಾ ಹೊಯ್ನಾ ಹೊಲಾ! ಇಸ್ರಾಯೆಲಾಚೊ ರಾಜಾ ನ್ಹಯ್ ಹ್ಯೊ? ತೊ ಕುರ್ಸಾ ವೈನಾ ಉತ್ರುನ್ ಯೆಲ್ಯಾರ್, ಅಮಿ ತೆಚ್ಯಾ ವರ್ತಿ ವಿಶ್ವಾಸ್ ಕರ್ತಾವ್!