Matthew 27:43 — Compare Translations
7 translations compared side by side
Odia - 1840
"ସେ ପରମେଶ୍ବରଙ୍କଠା ରେ ବିଶ୍ବାସ କରୁଥିଲେ। ଯଦି ପ୍ରକୃତ ରେ ପରମେଶ୍ବର ତାହାଙ୍କୁ ଚାହୁଁଥାଆନ୍ତି, ତବେେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, 'ମୁଁ ପରମେଶ୍ବରଙ୍କ ପୁତ୍ର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଈଶ୍ଵରଙ୍କ ଉପରେ ନିର୍ଭର କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାଙ୍କୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ଵରଙ୍କ ପୁତ୍ର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ନିଜକୁ ଈଶ୍ୱରଙ୍କ ପୁତ୍ର କହି ଈଶ୍ୱରଙ୍କ ଉପରେ ଭରସା ରଖିଛି। ଆଚ୍ଛା ଦେଖିବା, ଈଶ୍ୱର ତାକୁ ରକ୍ଷା କରିବାକୁ ଚାହୁଁଛନ୍ତି କି ନା।”
Odia Bible ERV 2004 (ପବିତ୍ର ବାଇବଲ)
ସେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁଥିଲେ। ଯଦି ପ୍ରକୃତରେ ପରମେଶ୍ୱର ତାହାଙ୍କୁ ଗ୍ଭହୁଁଥା’ନ୍ତି, ତେବେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, ‘ମୁଁ ପରମେଶ୍ୱରଙ୍କ ପୁତ୍ର।’’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ । ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ದೆವಾ ವರ್ತಿ ಹೊಂದುನ್ ರ್ಹಾತಾ ಅನಿ ಅಪ್ನಿಚ್ ದೆವಾಚೊ ಲೆಕ್ ಮನುನ್ ಘೆತಾ. ತಸೆಹೊಲ್ಯಾರ್ ದೆವ್ ಯೆವ್ನ್ ತೆಕಾ ಅತ್ತಾ ಹುರ್ವುತಾ ಕಾಯ್ ಮನುನ್ ಅಮಿಬಿ ಬಗ್ತಾವ್!” ಮಟ್ಲ್ಯಾನಿ.