Matthew 27:44 — Compare Translations
7 translations compared side by side
Odia - 1840
"ଯେଉଁ ଡ଼କାୟତମାନଙ୍କୁ ଯୀଶୁଙ୍କ ପାଖ ରେ କୃଶ ରେ ଚ଼ଢ଼ଇେ ଦିଆଯାଉଥିଲା, ସମାନେେ ମଧ୍ଯ ଯୀଶୁଙ୍କୁ ସହେିଭଳି ଥଟ୍ଟା କରିବା ରେ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ସଙ୍ଗରେ କ୍ରୁଶବିଦ୍ଧ ହୋଇଥିବା ଦସ୍ୟୁମାନେ ମଧ୍ୟ ତାଙ୍କୁ ସେହିପରି ପରିହାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଡକାୟତମାନଙ୍କୁ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼ାଇ ଦିଆଯାଉଥିଲା, ସେମାନେ ମଧ୍ୟ ଯୀଶୁଙ୍କୁ ସେହିଭଳି ଥଟ୍ଟା କରିବାରେ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಅಜು-ಬಾಜುಕ್ ಕುರ್ಸಾರ್ ಮಾರಲ್ಲ್ಯಾ ಚೊರಾನಿಬಿ ತೆಕಾ ತಸೆಚ್ ಮನುನ್ ಎಡ್ಸಡ್ಲ್ಯಾನಿ.