Matthew 27:45 — Compare Translations

7 translations compared side by side

Odia - 1840
"ଦ୍ବପ୍ରହରଠାରୁ ତିନିଟା ବାଜିବା ପର୍ୟ୍ଯନ୍ତ ସାରା ଦେଶ ରେ ଅନ୍ଧକାର ଘୋଟିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଦିନ ଦି’ପହରବେଳେ ସାରାଦେଶରେ ଅନ୍ଧକାର ଘୋଟିଗଲା ଓ ତାହା ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ମୃତ୍ୟୁ ଦ୍ୱିପ୍ରହରଠାରୁ ତିନିଟା ବାଜିବା ପର୍ଯ୍ୟନ୍ତ ସାରା ଦେଶରେ ଅନ୍ଧକାର ଘୋଟିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।
Odia IRV 2017 (ଓଡିଆ ବାଇବେଲ)
ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ದೊಪಾರ್ ಹೊಲ್ಲಿ. ಖರೆ ಬಾರಾ ಘಂಟ್ಯಾಕ್ನಾ ತಿನ್ ಘಂಟ್ಯಾ ಪತರ್ ಸಗ್ಳ್ಯಾ ದೆಶಾತ್ ಕಾಳೊಕ್ ಪಡಲ್ಲೊ.