Matthew 27:46 — Compare Translations
7 translations compared side by side
Odia - 1840
"ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ବର ରେ ଡାକିଲେ, ଏଲି, ଏଲି, ଲାମା ସବକ୍ଥାନୀ? ଅର୍ଥାତ୍ ହେ ମାରେ ପରମେଶ୍ବର, ହେ ମାରେ ପରମେଶ୍ବର, ତୁମ୍ଭେ ମାେତେ କାହିଁକି ପରିତ୍ଯାଗ କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ? ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
Odia BSI (ପବିତ୍ର ବାଇବଲ (CL) NT (BSI))
ଉପରଓଳି ତିନିଟାବେଳେ ଯୀଶୁ ଉଚ୍ଚସ୍ୱରରେ କହିଲେ, “ଏଲି, ଏଲି, ଲାମା ସବଖ୍ତାନି।” ଅର୍ତାତ୍ “ହେ ଈଶ୍ୱର, ହେ ଈଶ୍ୱର, ମୋତେ କାହିଁକି ପରିତ୍ୟାଗ କରିଛ?”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଏଲି, ଏଲି, ଲାମା ସବକ୍ଥାନୀ?” ଅର୍ଥାତ୍ “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ?” ଅର୍ଥାତ୍, “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸುಮಾರ್ ತಿನ್ ಘಂಟ್ಯಾಕ್ ಜೆಜುನ್,“ಎಲಿ ಎಲಿ ಲಾಮಾ ಸಬಾಕ್ತಾನಿ?” ಮನುನ್ ಬೊಬ್ ಮಾರ್ಲ್ಯಾನ್. ತಸೆಮಟ್ಲ್ಯಾರ್, ಮಾಜ್ಯಾ ದೆವಾ, ಮಾಜ್ಯಾ ದೆವಾ ತಿಯಾ ಮಾಕಾ ಕಶ್ಯಾಕ್ ಇಸರ್ಲೆ? ಮನುನ್ ಅರ್ತ್.