Matthew 27:48 — Compare Translations
7 translations compared side by side
Odia - 1840
"ସହେିକ୍ଷଣି ସହେି ଲୋକମାନଙ୍କ ମଧ୍ଯରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜଟିଏ ନଇେ ଆସିଲା। ତାକୁ ଅସ୍ଲରସ ରେ ବୁଡ଼ାଇ ଗୋଟିଏ ବାଡ଼ି ରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ଘେନି ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ତିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ଲୋକ ଦୌଡ଼ି ଯାଇ ଖଟା ଦ୍ରାକ୍ଷାରସରେ ଗୋଟିଏ ସ୍ପଞ୍ଜ ବୁଡ଼ାଇ ତାକୁ ନଳ ଆଗରେ ବାନ୍ଧି ଯୀଶୁଙ୍କ ଆଡ଼କୁ ବଢ଼ାଇ ଦେଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହିକ୍ଷଣି ସେହି ଲୋକମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜ୍ଟିଏ ନେଇ ଆସିଲା। ତାକୁ ଅମ୍ଳରସରେ ବୁଡ଼ାଇ ଗୋଟିଏ ବାଡ଼ିରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆಂಚ್ಯಾತ್ಲೊ ಎಕ್ಲೊ ತಾಬೊಡ್ತೊಬ್ ಪಳುನ್ ಗೆಲೊ ಅನಿ ಎಕ್ ನಮುನ್ಯಾಚೆ ಕಾಪುಸ್ ಸರ್ಕೆ ಘೆವ್ನ್ ಅಂಬೊಟ್ಲ್ಯಾ ವಾಯ್ನಾತ್ ಬುಡ್ವುಲ್ಯಾನ್ ಅನಿ ಝೆಲ್ಲೆಕ್ ಲಾವುನ್ ಜೆಜುಕ್ ತೆ ಪಾಜ್ವುಕ್ ಬಗಟ್ಲ್ಯಾನ್.