Matthew 27:51 — Compare Translations

7 translations compared side by side

Odia - 1840
"ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଚିରିଯାଇ ଦୁଇଖଣ୍ଡ ହାଇଗେଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟି ଗଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ମନ୍ଦିରରେ ଝୁଲୁଥିବା ପର୍ଦ୍ଦା ଉପରୁ ତଳ ଯାଏ ଦୁଇ ଖଣ୍ଡ ହୋଇ ଚିରିଗଲା। ଭୂମିକମ୍ପ ହେଲା, ପାହାଡ଼ଗୁଡ଼ିକ ଫାଟିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଚିରିଯାଇ ଦୁଇଖଣ୍ଡ ହୋଇଗଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟିଗଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೆವಾಚ್ಯಾ ಗುಡಿತ್ ಭಾಂದಲ್ಲೊ ಫಡ್ದೊ ವೈನಾ ಖಾಯ್ಲ್ ಪತರ್ ಪಿಂಜುನ್ ದೊನ್ ಭಾಗ್ ಹೊಲೊ. ಸಗ್ಳಿ ಜಿಮಿನ್ ಹಾಲ್ಲಿ ಅನಿ ಮೊಟ್ಯಾ-ಮೊಟ್ಯಾ ಗುಂಡ್ಯಾಕ್ನಿ ಬಿರ್‍ಕಾ ಪಡ್ಲ್ಯಾ.