Matthew 27:52 — Compare Translations
7 translations compared side by side
Odia - 1840
"କବରଗୁଡ଼ିକ ଖାଲିଗେଲା, ଆଗରୁ ମରିଯାଇଥିବା ପରମେଶ୍ବରଙ୍କର ଅନକଗେୁଡ଼ିଏ ଲୋକ ମୃତ୍ଯୁରୁ ପୁଣି ଉତ୍ଥାନ କଲେେ। ସମାନେେ କବର ଭିତରୁ ବାହରି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ କବର ଖୋଲିଯାଇ ଅନେକ ଧାର୍ମିକ ମୃତ ବ୍ୟକ୍ତି ପୁନର୍ଜୀବିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
କବରଗୁଡ଼ିକ ଖୋଲିଗଲା, ଆଗରୁ ମରିଯାଇଥିବା ପରମେଶ୍ୱରଙ୍କର ଅନେକଗୁଡ଼ିଏ ଲୋକ ମୃତ୍ୟୁରୁ ପୁଣି ଉତ୍ଥାନ ହେଲେ। ସେମାନେ କବର ଭିତରୁ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾರಿಯಾ ಫುಟುನ್ ಉಗಡ್ಲ್ಯಾ, ಅನಿ ಸುಮಾರ್ ಮರಲ್ಲಿ ದೆವಾಚಿ ಲೊಕಾ ಝಿತ್ತಿ ಹೊವ್ನ್ ಉಟ್ಲಿ.