Matthew 27:53 — Compare Translations

7 translations compared side by side

Odia - 1840
"ଯୀଶୁଙ୍କ ମୃତ୍ଯୁରୁ ବଞ୍ଚି ଉଠିବା ପରେ ସମାନେେ ପବିତ୍ରନଗରକୁ ଯାଇ ଅନକେ ଲୋକଙ୍କୁ ଦଖାଦେେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାଙ୍କ ଉତ୍ଥାନ ଉତ୍ତାରେ ସେମାନେ ସମାଧିରୁ ବାହାରି ପୁଣ୍ୟ ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏମାନେ କବରମାନଙ୍କରୁ ଉଠି ଆସିଲେ ଓ ଯୀଶୁଙ୍କ ପୁନରୁତ୍ଥାନ ପରେ ଏମାନଙ୍କୁ ପୁଣ୍ୟ ନଗରୀ ଯିରୂଶାଲମକୁ ଯିବାର ଅନେକେ ଦେଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ମୃତ୍ୟୁରୁ ବଞ୍ଚି ଉଠିବା ପରେ ସେମାନେ ପବିତ୍ରନଗରକୁ ଯାଇ ଅନେକ ଲୋକଙ୍କୁ ଦେଖା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ପବିତ୍ର ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಝಿತ್ತೊ ಹೊವ್ನ್ ಉಟಲ್ಲ್ಯಾ ತೆನಿ ತೆಂಕಾ ಮಾಟಿ ದಿಲ್ಲ್ಯಾ ಸಾರಿಯಾ ಸೊಡುನ್ ಉಟ್ಲ್ಯಾನಿ ಅನಿ ಪವಿತ್ರ್ ಶಾರಾಕ್ ಜೆರುಜಲೆಮಾಕ್ ಗೆಲ್ಯಾನಿ. ಥೈ ಸುಮಾರ್ ಲೊಕಾನಿ ತೆಂಕಾ ಬಗಟ್ಲ್ಯಾನಿ.