Matthew 27:54 — Compare Translations

7 translations compared side by side

Odia - 1840
"ରୋମୀୟ ସନୋଧ୍ଯକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ଯମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସମାନେେ ବହୁତ ଭୟ କଲେ ଓ ସମାନେେ କହିଲେ, ସେ ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶତସେନାପତି ଓ ତାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟନା ଦେଖି ଅତ୍ୟ; ଭୀତ ହୋଇ କହିଲେ, ସତ୍ୟ, ଏ ଈଶ୍ଵରଙ୍କ ପୁତ୍ର ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କୁ ଜଗି ରହିଥିବା ସେନାପତି ଓ ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟାନ୍ୟ ଘଟଣା ଦେଖି ଭୟଭୀତ ହେଲେ। ସେମାନେ କହିଲେ, “ଏ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର।”
Odia Bible ERV 2004 (ପବିତ୍ର ବାଇବଲ)
ରୋମୀୟ ସେନାଧ୍ୟକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସେମାନେ ବହୁତ ଭୟ କଲେ ଓ ସେମାନେ କହିଲେ, “ସେ ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ರಾಕುಕ್ ಮನುನ್ ಹೊತ್ತ್ಯಾ ಸೈನಿಕಾನಿ ಅನಿ ಸೆಂಬರ್ ಸೈನಿಕಾಂಚ್ಯಾ ಮುಖಂಡಾನ್ ಭುಕಂಪ್ ಹೊಲ್ಲೆ ಅನಿ ಥೈ ಕಾಯ್ ಕಾಯ್ ಹೊಲ್ಲೆ ಸಗ್ಳೆ ಬಗಟ್ಲ್ಯಾನಿ, ತೆನಿ ಭಿಂವ್ನ್ ಗೆಲ್ಯಾನಿ, ಅನಿ, “ಖರೆಚ್ ತೊ ದೆವಾಚೊ ಲೆಕ್!” ಮಟ್ಲ್ಯಾನಿ.