Matthew 27:55 — Compare Translations

7 translations compared side by side

Odia - 1840
"କିଛି ଦୁର ରେ ଅନକେ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନବୋ ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଗାଲିଲୀରୁ ଯୀଶୁଙ୍କୁ ଅନୁସରଣ କରି, ତାଙ୍କୁ ସାହାଯ୍ୟ କରିଥିବା ଅନେକ ସ୍ତ୍ରୀ ଲୋକ ଦୂରରେ ରହି ସବୁ ଦେଖୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଦୂରରେ ଅନେକ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନେବା ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಸುಮಾರ್ ಬಾಯ್ಕಾಮಾನ್ಸಾಬಿ ಹೊತ್ತ್ಯಾ ತೆನಿ ಗಾಲಿಲಿಯಾತ್ನಾ ಜೆಜುಚ್ಯಾ ಫಾಟ್ನಾ ಯೆಲ್ಲ್ಯಾನಿ ಅನಿ ಜೆಜುಕ್ ಮಜತ್ ಕರಲ್ಲ್ಯಾನಿ. ತೆನಿ ಹೆ ಸಗ್ಳೆ ಧುರ್‍ನಾಚ್ ಬಗುಲಾಗಲ್ಲ್ಯಾನಿ.