Matthew 27:56 — Compare Translations
7 translations compared side by side
Odia - 1840
"ସମାନଙ୍କେ ମଧିଅରେ ମଗ୍ଦଲିନୀ ମରିୟମ, ଯାକୁବ ଓ ଯୋଷଫଙ୍କେ ମାଆ ମରିୟମ ଓ ଜବଦେୀଙ୍କ ପୁତ୍ରମାନ(ଯାକୁବ ଓ ଯହେନ)ଙ୍କ ମାଆ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏମାନଙ୍କ ମଧ୍ୟରେ ଥିଲେ ମଗଦଲୀନୀ ମରିୟମ, ଯାକୁବ ଓ ଯୋସେଫଙ୍କ ମାତା ମରିୟମ ଏବଂ ଜେବଦୀଙ୍କ ପତ୍ନୀ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମଧ୍ୟରେ ମଗ୍ଦଲିନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମା ମରିୟମ ଓ ଜେବଦୀଙ୍କ ପୁତ୍ରମାନ(ଯାକୁବ ଓ ଯୋହନ)ଙ୍କ ମା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମାତା ମରିୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾ ಮದ್ದಿ, ಮರಿ ಮಾಗ್ದೆಲಿನ್, ಜಾಕೊಬ್ ಅನಿ ಜುಜೆಚಿ ಬಾಯ್ ಮರಿ, ಅನಿ ಜೆಬೆದೆವ್ ಮನ್ತಲ್ಯಾಚಿ ಬಾಯ್ಕೊ ಹೊತ್ತ್ಯಾನಿ.