Matthew 27:58 — Compare Translations
7 translations compared side by side
Odia - 1840
"ସେ ପୀଲାତଙ୍କ ପାଖକୁ ଗଲେ ଓ ଯୀଶୁଙ୍କ ଶରୀର ପାଇଁ ଅନୁରୋଧ କଲେ। ପୀଲାତ ସୈନ୍ଯମାନଙ୍କୁ ଆଜ୍ଞା ଦଇେ କହିଲେ ଶରୀରକୁ ତାହାଙ୍କୁ ଦଇଦେିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ପିଲାତଙ୍କୁ ସାକ୍ଷାତ କରି ଯୀଶୁଙ୍କ ମୃତ ଶରୀରକୁ ନେଇ ଯିବା ପାଇଁ ଅନୁମତି ମାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପୀଲାତଙ୍କ ପାଖକୁ ଗଲେ ଓ ଯୀଶୁଙ୍କ ଶରୀର ପାଇଁ ଅନୁରୋଧ କଲେ। ପୀଲାତ ସୈନ୍ୟମାନଙ୍କୁ ଆଜ୍ଞା ଦେଇ କହିଲେ ଶରୀରକୁ ତାହାଙ୍କୁ ଦେଇଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಪಿಲಾತಾಕ್ಡೆ ಗೆಲೊ ಅನಿ ಜೆಜುಚೆ ಮಡೆ ಇಚಾರುನ್ ಘೆಟ್ಲ್ಯಾನ್. ತನ್ನಾ ಪಿಲಾತಾನ್ ಜೆಜುಚೆ ಮಡೆ ಜುಜೆಕ್ ದಿವ್ಕ್ ಹುಕುಮ್ ದಿಲ್ಯಾನ್.