Matthew 27:60 — Compare Translations

7 translations compared side by side

Odia - 1840
"ଯୋଷଫେ ଯୀଶୁଙ୍କ ଶରୀରକୁ ତାହାଙ୍କୁ ନୂଆ କବର ମଧିଅରେ ରଖିଲେ। ସହେି କବରକୁ ୟୋ ସଫେ ପଥରର କାନ୍ଥ କାଟି ତିଆରି କରିଥିଲେ। ତାପରେ ସେ ଗୋଟିଏ ବହୁତ ବଡ ପଥର ଗଡ଼ଇେ ଆଣି ପ୍ରବେଶଦ୍ବାରକୁ ବନ୍ଦ କରି ଦେଲେ। ଏସବୁ କଲପରେେ ୟୋ ସଫେ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି-ଦ୍ଵାରରେ ଖଣ୍ତିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ନିଜ ପାଇଁ ପଥରରେ ଖୋଳା ହୋଇଥିବା ଗୋଟିଏ ନୂତନ କବରରେ ତାଙ୍କୁ ରଖିଲେ ଓ କବର ମୁହଁରେ ଗୋଟିଏ ବଡ଼ ପଥର ଢ଼ାଙ୍କି ଦେଇ ଚାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଯୀଶୁଙ୍କ ଶରୀରକୁ ତାହାଙ୍କ ନୂଆ କବର ମଧ୍ୟରେ ରଖିଲେ। ସେହି କବରକୁ ଯୋଷେଫ ପଥରର କାନ୍ଥ କାଟି ତିଆରି କରିଥିଲେ। ତା’ପରେ ସେ ଗୋଟିଏ ବହୁତ ବଡ଼ ପଥର ଗଡ଼େଇ ଆଣି ପ୍ରବେଶଦ୍ୱାରକୁ ବନ୍ଦ କରିଦେଲେ। ଏସବୁ କଲାପରେ ଯୋଷେଫ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತನ್ನಾಚ್ ಎಕ್ ಗುಂಡ್ಯಾತ್ ಪೊಕರಲ್ಲ್ಯಾ ಅಪ್ನಾಚ್ಯಾ ಸ್ವತಾಚ್ಯಾ ನ್ಹವ್ಯಾ ಸಮಾದಿತ್ ನ್ಹೆವ್ನ್ ತೆ ಥವ್ಲ್ಯಾನ್. ಮಾನಾ ತೆನಿ ತ್ಯಾ ಸಮಾದಿಚ್ಯಾ ದಾರಾರ್ ಎಕ್ ಮೊಟೊ ಗುಂಡೊ ಲೊಟುನ್ ಧಾಪುನ್ ಅನಿ ತೊ ಗೆಲೊ.