Matthew 27:61 — Compare Translations
7 translations compared side by side
Odia - 1840
"ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ ସଠାେରେ କବର ଆଗ ରେ ବସି ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଗ୍ଦଲିନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଗଦଲୀନୀ ମରିୟମ ଓ ଅନ୍ୟ ମରିୟମ ସେହିଠାରେ କବରକୁ ମୁହଁ କରି ବସିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ ସେଠାରେ କବର ଆଗରେ ବସି ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଗ୍ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ମଗ୍ଦଲୀନୀ ମରିୟମ ଓ ଅନ୍ୟ ମରିୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರಿ ಮಾಗ್ದೆಲಿನಾ ಅನಿ ತಿ ಅನಿ ಎಕ್ಲಿ ಮರಿ ಥೈಚ್ ಸಮಾದಿಕ್ಡೆ ಬಗುನ್ಗೆತ್ ಬಸಲ್ಲ್ಯಾನಿ.