Matthew 27:62 — Compare Translations

7 translations compared side by side

Odia - 1840
"ସହେି ଦିନଟି ପ୍ରସ୍ତୁତି ଦିବସ ଥିଲା, ସହେି ଶୁକ୍ରବାରର ପରଦିନ ପ୍ରମୁଖ ଯାଜକ ଓ ଫାରୂଶୀମାନେ ପୀଲାତଙ୍କୁ ଭଟେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଆରଦିନ, ଅର୍ଥାତ୍, ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ନିକଟରେ ଏକତ୍ର ହୋଇ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ପରଦିନ ବିଶ୍ରାମ ବାରରେ ପ୍ରଧାନ ପୁରୋହିତ ଓ ଫାରୁଶୀମାନେ ପିଲାତଙ୍କୁ ଭେଟି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ କବର ପାଖରେ ପହରା ସେହି ଦିନଟି ପ୍ରସ୍ତୁତି ଦିବସ ଥିଲା, ସେହି ଶୁକ୍ରବାରର ପରଦିନ ପ୍ରମୁଖ ଯାଜକ ଓ ଫାରୂଶୀମାନେ ପୀଲାତଙ୍କୁ ଭେଟିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଆରଦିନ, ଅର୍ଥାତ୍‍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ତା'ପର ଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರೆಂದಿಸಿ. ಆರಾಮಾಚೊ ದಿಸ್ ಹೊತ್ತೊ. ಮುಖ್ಯ ಯಾಜಕಾ ಅನಿ ಫಾರಿಜೆವಾ ಪಿಲಾತಾಕ್ ಭೆಟ್ಲಿ.