Matthew 27:63 — Compare Translations

7 translations compared side by side

Odia - 1840
"ସମାନେେ କହିଲେ, ମହାଶୟ, ଆମ୍ଭର ମନେ ଅଛି ଯେ ସହେି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, 'ତୃତୀୟ ଦିନ ପରେ ମୁଁ ମୃତ୍ଯୁରୁ ପୁଣି ପୂର୍ନଉଥିତ ହବେି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ଉତ୍ତାରେ ମୁଁ ଉଠିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆଜ୍ଞା, ଆମର ମନେ ଅଛି, ସେ ମିଥ୍ୟାବାଦୀ ବଞ୍ଚିଥିବାବେଳେ କହୁଥିଲା, ‘ତିନି ଦିନ ପରେ ମୁଁ ପୁନରୁତ୍ôଥତ ହେବି।’
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ମହାଶୟ, ଆମ୍ଭର ମନେ ଅଛି ଯେ ସେହି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, ‘ତୃତୀୟ ଦିନ ପରେ ମୁଁ ମୃତ୍ୟୁରୁ ପୁଣି ପୁନ‌ରୁ‌‌ତ୍‌‌ଥିତ ହେବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି।
Odia IRV 2017 (ଓଡିଆ ବାଇବେଲ)
ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ, “ಸಾಯ್ಬಾನು, ಅಮ್ಕಾ ಯಾದ್ ಹಾಯ್ ತೊ ಝುಟೊ ಮಾನುಸ್ ಝಿತ್ತೊ ರ್‍ಹಾತಾನಾ, ತಿನ್ ದಿಸಾಂಚ್ಯಾ ಮಾನಾ ಮಿಯಾ ಝಿತ್ತೊ ಹೊವ್ನ್ ಉಟುನ್ ಯೆತಾ.” ಮನುನ್ ಸಾಂಗಿ.