Matthew 27:64 — Compare Translations
7 translations compared side by side
Odia - 1840
"ତେଣୁ ତୃତୀୟ ଦିନ ପର୍ୟ୍ଯନ୍ତ କବରକୁ ପହରା ଦବୋ ପାଇଁ ଆପଣ ଆଦେଶ ଦିଅନ୍ତୁ। ତାହାଙ୍କର ଶିଷ୍ଯମାନେ ସଠାେକୁ ଆସି ତାହାଙ୍କ ମୃତ ଦହକେୁ ଚେ଼ାରୀ କରି ନବୋପାଇଁ ଚେଷ୍ଟା କରିବେ। ତା'ପରେ ସମାନେେ ଲୋକମାନଙ୍କୁ କହିବେ ଯେ ସେ ମୃତ୍ଯୁରୁ ଉଠିଛନ୍ତି। ତାହାହେଲେ ଏହୀ ଶଷେ ପ୍ରତାରଣା ଆଗ ପ୍ରତାରଣା ଅପେକ୍ଷା ଅଧିକ ଖରାପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି; ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତିନି ଦିନ ପର୍ଯ୍ୟନ୍ତ ସେହି କବର ଜଗି ରହିବାକୁ ପ୍ରହରୀ ନିଯୁକ୍ତ କରିବାକୁ ଆଦେଶ ଦିଅନ୍ତୁ, ତା’ହେଲେ ତାଙ୍କ ଶିଷ୍ୟମାନେ ତାଙ୍କ ଶରୀରକୁ ଚୋରାଇ ନେଇ, ସେ ବଞ୍ôଚ ଉଠିଛନ୍ତି ବୋଲି କହି ପାରିବେ ନାହିଁ। ସେମାନଙ୍କର ଏହି ମିଥ୍ୟା ପ୍ରଚାର ସବୁଠାରୁ ଅଧିକ ଅନିଷ୍ଟକର ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୃତୀୟ ଦିନ ପର୍ଯ୍ୟନ୍ତ କବରକୁ ପହରା ଦେବା ପାଇଁ ଆପଣ ଆଦେଶ ଦିଅନ୍ତୁ। ତାହାଙ୍କର ଶିଷ୍ୟମାନେ ସେଠାକୁ ଆସି ତାହାଙ୍କ ମୃତଦେହକୁ ଗ୍ଭେରି କରି ନେବା ପାଇଁ ଚେଷ୍ଟା କରିବେ। ତା’ପରେ ସେମାନେ ଲୋକମାନଙ୍କୁ କହିବେ ଯେ ସେ ମୃତ୍ୟୁରୁ ଉଠିଛନ୍ତି। ତାହାହେଲେ ଏହି ଶେଷ ପ୍ରତାରଣା ଆଗ ପ୍ରତାରଣା ଅପେକ୍ଷା ଅଧିକ ଖରାପ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତୃତୀୟ ଦିବସ ପର୍ଯନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತಿನ್ ದಿಸಾ ಪತರ್ ತೆಚ್ಯಾ ಸಮಾದಿಕ್ ರಾಕುಕ್ ಹುಕುಮ್ ಅಮ್ಕಾ ದಿವಾ. ತೆಚಿ ಶಿಸಾ-ಗಿಸಾ ಜಾವ್ನ್ ತೆಚೆ ಮಡೆ ಚೊರುನ್ ಘೆವ್ನ್ ಜಾತಿಲ್ ಅನಿ ಲೊಕಾಕ್ನಿ ತೊ ಝಿತ್ತೊ ಹೊವ್ನ್ ಉಟ್ಲಾ ಮನುನ್ ಸಾಂಗ್ತಿಲ್. ಹಿ ಝುಟಿ ಖಬರ್ ಪಯ್ಲೆಚ್ಯಾ ಖಬ್ರೆಚ್ಯಾನ್ಕಿ ಜಾಸ್ತಿಚಿ ಮೊಟಿ ಝುಟಿ ಖಬರ್ ಹೊತಲಿ ನಕ್ಕೊ. ಮನುನ್ ಮಟ್ಲ್ಯಾನಿ.