Matthew 27:66 — Compare Translations

7 translations compared side by side

Odia - 1840
"ତା'ପରେ ସମାନେେ କବର ପାଖକୁ ଗଲେ ଓ ପ୍ରବେଶଦ୍ବାର ରେ ମାହେର ଲଗଇେଲେ। ସଠାେରେ ସୈନ୍ଯମାନଙ୍କୁ ପହରା ଦବୋପାଇଁ ଆଦେଶ ଦଇେ ଚୋରମାନଙ୍କ କବଳରୁ କପରକୁ ନିରାପଦ ରଖିବାର ବ୍ଯବସ୍ଥା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯାଇ କବରଟିର ସୁରକ୍ଷା କରିବା ପାଇଁ ବ୍ୟବସ୍ଥା କଲେ। ତା’ ମୁହଁକୁ ଢ଼ାଙ୍କି ରଖିଥିବା ପଥର ଉପରେ ମୋହର ବସାଇ ଜଗିବା ପାଇଁ ପ୍ରହରୀମାନଙ୍କୁ ରଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାରରେ ମୋହର ଲଗେଇଲେ। ସେଠାରେ ସୈନ୍ୟମାନଙ୍କୁ ପହରା ଦେବା ପାଇଁ ଆଦେଶ ଦେଇ ଗ୍ଭେରମାନଙ୍କ କବଳରୁ କବରକୁ ନିରାପଦ ରଖିବାର ବ୍ୟବସ୍ଥା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆನಿ ಗೆಲ್ಯಾನಿ ಅನಿ ಸಮಾದಿ ರಾಕುಸಾಟ್ನಿ ತಿಚ್ಯಾ ದಾರಾಕ್ ಹೊತ್ತ್ಯಾ ಗುಂಡ್ಯಾಕ್ ಬಂದೊಬಸ್ತ್ ಕರ್‍ಲ್ಯಾನಿ ಅನಿ ಸಮಾದಿ ರಾಕುಕ್ ರಾಕ್ವಾಲ್ಯಾಕ್ನಿ ಥವ್ಲ್ಯಾನಿ.