Matthew 27:8 — Compare Translations
7 translations compared side by side
Odia - 1840
"ତେଣୁ ଏବେ ସୁଦ୍ଧା ଏହି ଜମିଟିକୁ ରକ୍ତକ୍ଷାତ୍ର ବୋଲି କୁହାଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ବିଦେଶୀମାନଙ୍କ କବର ସ୍ଥାନ ରୂପେ ବ୍ୟବହୃତ ହେଲା। ଆଜି କାଲି ସେହି କ୍ଷେତଟିକୁ ‘ରକ୍ତ କ୍ଷେତ୍ର’ ବୋଲି କୁହାଯାଉଛି।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏବେ ସୁଦ୍ଧା ଏହି ଜମିଟିକୁ ରକ୍ତକ୍ଷେତ୍ର ବୋଲି କୁହାଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚೆಸಾಟ್ನಿ ತ್ಯಾ ಶೆತಾಕ್ ಆಜ್ ಪತರ್ಬಿ, “ರಗ್ತಾಚೆ ಶೆತ್” ಮನುನ್ ನಾವ್ ಪಡಲ್ಲೆ ಹಾಯ್.