Matthew 27:9 — Compare Translations
7 translations compared side by side
Odia - 1840
"ଏଭଳି ଭାବରେ ଭବିଷ୍ଯଦ୍ବକ୍ତା ୟିରିମିୟଙ୍କ ମାଧ୍ଯମ ରେ କୁହାୟାଇଥିବା ବାଣୀ ସଫଳ ହେଲା। ୟିରିମିୟ କହିଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ-ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟସ୍ଵରୂପେ ସେହି ତିରିଶଗୋଟି ରୌପ୍ୟମୁଦ୍ରା ସେମାନେ ଘେନି
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମ୍ପର୍କରେ ଭାବବାଦୀ ଯିରିମିୟ ଯାହା କହିଥିଲେ, ତାହା ସଫଳ ହେଲା: “ଈଶ୍ୱରଙ୍କ ନିର୍ଦ୍ଦେଶ ଅନୁଯାୟୀ ତାଙ୍କର ମୂଲ୍ୟ ସ୍ୱରୂପ ଇଶ୍ରାୟେଲୀୟମାନେ ଦେଇଥିବା
Odia Bible ERV 2004 (ପବିତ୍ର ବାଇବଲ)
ଏଭଳି ଭାବରେ ଭବିଷ୍ୟଦ୍ବକ୍ତା ଯିରିମିୟଙ୍କ ମାଧ୍ୟମରେ କୁହାଯାଇଥିବା ବାଣୀ ସଫଳ ହେଲା। ଯିରିମିୟ କହିଥିଲେ, “ସେମାନେ ତିରିଶ୍ଟି ରୂପାଟଙ୍କା ନେଲେ। ସେତିକି ଟଙ୍କା ଇସ୍ରାଏଲର ଲୋକେ ତାହାଙ୍କର ଜୀବନର ମୂଲ୍ୟସ୍ୱରୂପ ଦେବାକୁ ସ୍ଥିର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ସେମାନେ ନେଇ
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ସେମାନେ ନେଇ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಜೆರೆಮಿಯಾ ಪ್ರವಾದ್ಯಾನ್, “ಇಸ್ರಾಯೆಲಾಚ್ಯಾ ಲೊಕಾನಿ ತೆಕಾ ದಿವ್ಕ್ ಮನುನ್ ನಿರ್ದಾರ್ ಕರಲ್ಲೆ ತಿಸ್ ಚಾಂದಿಚೆ ಪೈಸೆ ಘೆಟ್ಲ್ಯಾನಿ,