Matthew 28:1 — Compare Translations

7 translations compared side by side

Odia - 1840
"ବିଶ୍ରାମଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ୍ ଦିନ ଅତି ସକାଳୁ ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ରାମବାର ଶେଷ ହେଲା ଉତ୍ତାରେ ସପ୍ତାହର ପ୍ରଥମ ଦିବସର ପ୍ରତ୍ୟୁଷରେ ମଗ୍ଦଲିନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ରାମ ବାର ପରଦିନ ରବିବାର ପ୍ରତ୍ୟୁଷରୁ ମଗଦଲୀନୀ ମରିୟମ ଓ ଅନ୍ୟ ମରିୟମ କବର ଦେଖିବାକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମୃତ୍ୟୁରୁ ପୁନ‌ରୁ‌‌ତ୍‌‌ଥିତ ହେଲେ ବିଶ୍ରାମ ଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ ଦିନ ଅତି ସକାଳୁ ମ‌ଗ୍‌‌ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍‌ଦଲୀନୀ ମରିୟମ ଓ ଅନ୍ୟ ମରିୟମ ସମାଧି ଦେଖିବାକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚೊ ಆರಾಮಾಚೊ ದಿಸ್ ಸರಲ್ಲ್ಯಾ ಮಾನಾ ಮಟ್ಲ್ಯಾರ್ ಆಯ್ತಾರ್‍ಚೆ ಸಕ್ಕಾಳಿ ನಸ್ಕಾತ್ ಮರಿ ಮಾಗ್ದೆಲಿನ್ ಅನಿ ದುಸ್ರಿ ಅನಿ ಎಕ್ಲಿ ಮರಿ ಸಮಾದಿತ್ ಬಗುಕ್ ಮನುನ್ ಯೆಲ್ಯಾನಿ.