Matthew 28:13 — Compare Translations

7 translations compared side by side

Odia - 1840
"ସମାନେେ ସୈନ୍ଯମାନଙ୍କୁ କହିଲେ, ତୁମ୍ଭେ ଲୋକମାନଙ୍କୁ କହିବ ଯେ, ତୁମ୍ଭମାନେେ ସବୁ ଶାଇେ ପଡ଼ିଥିବା ସମୟରେ ଯୀଶୁଙ୍କ ଶିଷ୍ଯମାନେ ରାତି ରେ ଆସିଲେ ଓ ତାହାଙ୍କ ଶରୀରକୁ କବରସ୍ଥାନରୁ ଚୋ ରଇେ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାର ଶିଷ୍ୟମାନେ ରାତିରେ ଆସି ତାହାକୁ ଚୋରି କରି ନେଇଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କହିଲେ, “ତୁମ୍ଭେମାନେ କୁହ ଯେ ରାତିରେ ତୁମେ ଶୋଇପଡ଼ିଥିବାବେଳେ ତାଙ୍କ ଶିଷ୍ୟମାନେ ଆସି ତାଙ୍କ ଶବକୁ ଚୋରିକରି ନେଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କୁ କହିବ ଯେ, ତୁମ୍ଭେମାନେ ସବୁ ଶୋଇ ପଡ଼ିଥିବା ସମୟରେ ଯୀଶୁଙ୍କ ଶିଷ୍ୟମାନେ ରାତିରେ ଆସିଲେ ଓ ତାହାଙ୍କ ଶରୀରକୁ କବରସ୍ଥାନରୁ ଗ୍ଭେରେଇ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಂಕಾ,“ ತುಮಿ ಅಮಿ ರಾಚ್ಚೆ ನಿಜಲ್ಲ್ಯಾ ತನ್ನಾ ತೆಚ್ಯಾ‍ ಶಿಸಾನಿ ಯೆವ್ನ್ ತೆಚೆ ಮಡೆ ಚೊರುನ್ ನ್ಹೆಲ್ಯಾನಿ ಮನುನ್ ಸಾಂಗುಚೆ.