Matthew 28:18 — Compare Translations
7 translations compared side by side
Odia - 1840
"ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ଅବିଶ୍ୱାସ କରିବାରୁ, ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ଜଗତର ସମସ୍ତ କର୍ତ୍ତାପଣ ମୋତେ ଦିଆଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಜಗ್ಗೊಳ್ ಯೆವ್ನ್, “ಸಗ್ಳ್ಯಾ ಸರ್ಗಾ ವರ್ತಿ ಅನಿ ಜಿಮ್ನಿ ವರ್ತಿ ಸಗ್ಳೊ ಅದಿಕಾರ್ ಮಾಕಾ ದಿಲ್ಲೊ ಹಾಯ್.