Matthew 28:19 — Compare Translations

7 translations compared side by side

Odia - 1840
"ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
Odia BSI (ପବିତ୍ର ବାଇବଲ (CL) NT (BSI))
ସବୁ ଦେଶର ସମସ୍ତ ଜାତିର ଲୋକମାନଙ୍କ ପାଖକୁ ଯାଇ ସେମାନଙ୍କୁ ମୋର ଶିଷ୍ୟ କର। ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ସେମାନଙ୍କୁ ଜଳଦୀକ୍ଷା ଦିଅ
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମୋର ଶିଷ୍ୟ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମରେ ତୁମ୍ଭେମାନେ ସେମାନଙ୍କୁ ବାପ୍ତିସ୍ମ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತುಮಿ ಸಗ್ಳ್ಯಾಕ್ಡೆ ಸಗ್ಳ್ಯಾ ದೆಸಾಂಚ್ಯಾ ಲೊಕಾನಿಕ್ನಿ ಜಾವಾ ಅನಿ ತೆಂಕಾ ಮಾಜಿ ಶಿಸಾ ಕರಾ: ಅನಿ ತೆಂಕಾ ಬಾಬಾಚ್ಯಾ ಲೆಕಾಚ್ಯಾ ಅನಿ ಪವಿತ್ರ್ ಆತ್ಮ್ಯಾಚ್ಯಾ ನಾವಾನ್ ಬಾಲ್ತಿಮ್ ದಿವಾ.