Matthew 28:2 — Compare Translations

7 translations compared side by side

Odia - 1840
"ସତେିକି ବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ସ୍ବର୍ଗରୁ ଓହ୍ଲାଇ ଆସିଲେ। ସ୍ବର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ବାର ପାଖରୁ ପଥରଟି ଗଡ଼ଇେ ବାହାର କରି ଦେଲେ। ସେ ପଥର ଉପରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ଵର୍ଗରୁ ଓହ୍ଲାଇ ଆସି ସେହି ପଥରଖଣ୍ତିକ ଗଡ଼ାଇଦେଇ ତାହା ଉପରେ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତିକିବେଳେ ହଠାତ୍ ଗୋଟିଏ ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଉଦ୍ଧ୍ୱର୍ରୁ ଓହ୍ଲାଇ ଆସି, କବର ମୁହଁରୁ ପଥରଟିକୁ ଗଡ଼ାଇ ଦେଇ ତା’ ଉପରେ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେତିକିବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସ୍ୱର୍ଗରୁ ଓହ୍ଲାଇ ଆସିଲେ। ସ୍ୱର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାର ପାଖରୁ ପଥରଟି ଗଡ଼େଇ ବାହାର କରିଦେଲେ। ସେ ପଥର ଉପରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಗ್ದಮ್ ಮೊಟೆ ಭುಕಂಪ್ ಹೊಲೆ; ಧನಿಯಾಚೊ ಎಕ್ ದುತ್ ಸರ್‍ಗಾ ವೈನಾ ಉತ್ರುನ್ ಯೆಲೊ, ಸಮಾದಿಚ್ಯಾ ದಾರಾರ್ ಹೊತ್ತ್ಯಾ ಗುಂಡ್ಯಾಕ್ ಕಡೆಕ್ ಗುಳ್ವುನ್ ತೆಚೆ ವರ್‍ತಿ ಬಸ್ಲೊ.