Matthew 28:20 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ମୁଁ ଯେଉଁସବୁ ଆଜ୍ଞା ଦେଇଛି, ତାହା ପାଳନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ। ପୁଣି ମନେରଖ, ଯୁଗାନ୍ତ ପର୍ଯ୍ୟନ୍ତ ମୁଁ ଚିରକାଳ ତୁମ୍ଭମାନଙ୍କ ସଙ୍ଗରେ ରହିବି।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಂಕಾ ಮಿಯಾ ತುಮ್ಕಾ ಸಾಂಗಲ್ಲ್ಯಾ ಸಗ್ಳ್ಯಾ ಗೊಸ್ಟಿಯಾಕ್ನಿ ಖಾಲ್ತಿ ಹೊವ್ನ್ ಚಲುಕ್ ಶಿಕ್ವಾ, ಕನ್ನಾಬಿ ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ಹಾಂವ್. ಹ್ಯಾ ಜಗಾಚ್ಯಾ ಅಕ್ರಿ ಪತರ್‍ಬಿ ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾತಾ.” ಮನುನ್ ಸಾಂಗಟ್ಲ್ಯಾನ್.