Matthew 28:3 — Compare Translations

7 translations compared side by side

Odia - 1840
"ସ୍ବର୍ଗଦୂତଙ୍କ ରୂପ ବିଜୁଳି ଭଳି ଝଲକୁଥିଲା ଓ ତାହାଙ୍କ ପୋଷାକ ହିମ ଭଳ ଧଳା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ରୂପ ବିଜୁଳି ପରି ଓ ତାଙ୍କର ବସ୍ତ୍ର ହିମ ପରି ଶୁଭ୍ରବର୍ଣ୍ଣ ଥିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ଚେହେରାରେ ବିଜୁଳିର ଝଲକ ଥିଲା ଓ ତାଙ୍କ ପୋଷାକ ହିମ ପରି ଶୁଭ୍ର ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତଙ୍କ ରୂପ ବିଜୁଳି ଭଳି ଝଲକୁଥିଲା ଓ ତାହାଙ୍କ ପୋଷାକ ହିମଭଳି ଧଳା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ହିମ ପରି ଧଳା ରଙ୍ଗ ଥିଲା,
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ବରଫ ପରି ଧଳା ରଙ୍ଗ ଥିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆ ತೊಂಡ್ ಮಿಂಚಾ ಸರ್ಕೆ ದಿಸಿ ಅನಿ ತೆಚೆ ಕಪ್ಡೆ ಭರ್‍ಪಾಚ್ಯಾ ಸರ್ಕೆ ಫಾಂಡ್ರೆ ಹೊತ್ತೆ.