Matthew 28:6 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ଏଠା ରେ ନାହାଁନ୍ତି। ସେ ତାହାଙ୍କୁ କଥା ଅନୁସାରେ ମୃତ୍ଯୁରୁ ପୁର୍ନଉଥିତ ହାଇେଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନ ରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ, ସେହି ସ୍ଥାନ ଦେଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଏଠାରେ ନାହାନ୍ତି। ତାଙ୍କର କହିବା ଅନୁଯାୟୀ ସେ ପୁନରୁତ୍ôଥତ ହୋଇଛନ୍ତି। ଏଠିକି ଆସି ଦେଖ, ଏହିଠାରେ ତାଙ୍କୁ ଶୁଆଇ ଦେଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ଏଠାରେ ନାହାନ୍ତି। ସେ ତାହାଙ୍କ କଥା ଅନୁସାରେ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ।
Odia IRV 2017 (ଓଡିଆ ବାଇବେଲ)
ସେ ଏଠାରେ ନାହାଁନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି । ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಹಿತ್ತೆ ನಾ, ತೊ ಅಪ್ನಿ ಸಾಂಗಲ್ಲ್ಯಾ ಸರ್ಕೆ ಮರಲ್ಲೊ ಝಿತ್ತೊ ಹೊವ್ನ್ ಉಟ್ಲಾ. ಹಿತ್ತೆ ಯೆವ್ನ್ ತೆಚೆ ಮಡೆ ಥವಲ್ಲೊ ಜಾಗೊ ಬಗಾ ಯೆವಾ.