Matthew 28:7 — Compare Translations
7 translations compared side by side
Odia - 1840
"ଶୀଘ୍ର ଏଠାରୁ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଜଣାଅ: 'ଯୀଶୁ ମୃତ୍ଯୁରୁ ପୁର୍ନଉଥିତ ହାଇେଛନ୍ତି। ସେ ଗାଲିଲୀ ପ୍ରଦେଶକୁ ଯାଉଛନ୍ତି। ତୁମ୍ଭମାନଙ୍କ ପୂର୍ବରୁ ସେ ସଠାେରେ ଥିବେ। ତୁମ୍ଭମାନେେ ତାହାଙ୍କୁ ସଠାେରେ ଦେଖିବ।' ତା'ପରେ ସ୍ବର୍ଗଦୂତ ଆଉ ଥରେ କହିଲେ, ଏହି ସବୁକଥା ମୁଁ ତୁମ୍ଭକୁ କହିବାକୁ ଆସିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକି ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଶୀଘ୍ର ଯାଇ ତାଙ୍କ ଶିଷ୍ୟମାନଙ୍କୁ କୁହ, ‘ସେ ପୁନର୍ଜୀବିତ ହୋଇଛନ୍ତି ଏବଂ ତୁମ୍ଭମାନଙ୍କ ଆଗେ ଆଗେ ସେ ଗାଲିଲୀକୁ ଯାଉଛନ୍ତି। ସେଠାରେ ତୁମେ ତାଙ୍କୁ ଦେଖିବ।’ ମୁଁ ଯାହା କହିଲି, ମନେରଖ।”
Odia Bible ERV 2004 (ପବିତ୍ର ବାଇବଲ)
ଶୀଘ୍ର ଏଠାରୁ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଜଣାଅ, ‘ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ସେ ଗାଲିଲୀ ପ୍ରଦେଶକୁ ଯାଉଛନ୍ତି। ତୁମ୍ଭମାନଙ୍କ ପୂର୍ବରୁ ସେ ସେଠାରେ ଥିବେ। ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।’’’ ତା’ପରେ ସ୍ୱର୍ଗଦୂତ ଆଉ ଥରେ କହିଲେ, “ଏହିସବୁ କଥା ମୁଁ ତୁମ୍ଭକୁ କହିବାକୁ ଆସିଥିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಲಗ್ಗುನಾ ಜಾವಾ ಅನಿ ತೆಚ್ಯಾ ಶಿಸಾಕ್ನಿ ತೊ ಮರಲ್ಲೊ ಝಿತ್ತೊ ಹೊವ್ನ್ ಉಟ್ಲಾ ಮನುನ್ ಸಾಂಗಾ, ಅನಿ ತೊ ಅತ್ತಾ ತುಮ್ಚ್ಯಾನ್ಕಿ ಅದ್ದಿ ಗಾಲಿಲಿಯಾಕ್ ಜಾವ್ಕ್ ಲಾಗ್ಲಾ; ಥೈ ತುಮಿ ತೆಕಾ ಬಗ್ತ್ಯಾಶಿ! ಮಿಯಾ ತುಮ್ಕಾ ಸಾಂಗಲ್ಲೆ ಯಾದ್ ಥವ್ನ್ ಘೆವಾ. ಮನುನ್ ಸಾಂಗ್ಲ್ಯಾನ್.