Matthew 28:8 — Compare Translations
7 translations compared side by side
Odia - 1840
"ତେଣୁ ସହେି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଚାଲିଗଲେ। ସମାନେେ ଡ଼ରି ଯାଇଥିଲେ, କିନ୍ତୁ ବହୁତ ଖୁସି ମଧ୍ଯ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ଯମାନଙ୍କୁ ଜଣାଇବା ପାଇଁ ସମାନେେ ଦୌଡ଼ି ଦୌଡ଼ି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ପ୍ରସ୍ଥାନ କରି ତାହାଙ୍କ ଶିଷ୍ୟମାନଙ୍କୁ ସମ୍ଵାଦ ଦେବା ନିମନ୍ତେ ଦୌଡ଼ିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ସେମାନେ ତୁରନ୍ତ କବର ଛାଡ଼ି ଶିଷ୍ୟମାନଙ୍କ ନିକଟକୁ ଦୌଡ଼ିଗଲେ। ଭୟଭୀତ ହୋଇଥିଲେ ସୁଦ୍ଧା, ସେମାନେ ମନରେ ଅପାର ଆନନ୍ଦ ଅନୁଭବ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଡରି ଯାଇଥିଲେ, କିନ୍ତୁ ବହୁତ ଖୁସୀ ମଧ୍ୟ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ୟମାନଙ୍କୁ ଜଣାଇବା ପାଇଁ ସେମାନେ ଦୌଡ଼ି ଦୌଡ଼ି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಗಡ್ಬಡಿನ್ ಭಿಂವ್ನಗೆತ್ ಅನಿ ಉಲ್ಲೆ ಕುಶಿ ಹೊವ್ನ್ ತೆಚ್ಯಾ ಶಿಸಾಕ್ನಿ ಹಿ ಖಬರ್ ಸಾಂಗುಕ್ ಸಮಾದಿಕ್ನಾ ಪಳುನ್ ಗೆಲ್ಯಾನಿ.