Matthew 28:9 — Compare Translations

7 translations compared side by side

Odia - 1840
"ହଠାତ୍ ସମାନେେ ଦେଖିଲେ, ଯୀଶୁ ତାହାଙ୍କ ଆଗ ରେ ଠିଆ ହାଇେଛନ୍ତି। ସେ କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ! ସ୍ତ୍ରୀଲୋକମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ତାହାଙ୍କ ପାଦ ଧରି ତାହାଙ୍କର ଉପାସନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ୍ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସାହସୀ ଯୀଶୁ ସେମାନଙ୍କୁ ଭେଟି କହିଲେ - “ତୁମ୍ଭମାନଙ୍କର ଶାନ୍ତି ହେଉ! ସେମାନେ ତାଙ୍କ ପାଖକୁ ଯାଇ ତାଙ୍କ ପାଦ ଧରି ପ୍ରଣାମ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ହଠାତ୍ ସେମାନେ ଦେଖିଲେ, ଯୀଶୁ ତାହାଙ୍କ ଆଗରେ ଠିଆ ହୋଇଛନ୍ତି। ସେ କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ!” ସ୍ତ୍ରୀଲୋକମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କ ପାଦ ଧରି ତାହାଙ୍କର ଉପାସନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ।” ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಗ್ದಮ್ ಜೆಜು ತೆಂಕಾ ಭೆಟ್ಲೊ, ಅನಿ,“ಶಾಂತಿ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾಂವ್ದಿತ್” ಮಟ್ಲ್ಯಾನ್. ತೆನಿ ತೆಚ್ಯಾ ಪತರ್ ಯೆಲ್ಯಾನಿ. ತೆಚೆ ಪಾಯ್ ಧರ್‍ಲ್ಯಾನಿ ಅನಿ ತೆಚ್ಯಾ ಆರಾದನ್ ಕರ್‍ಲ್ಯಾನಿ.