Matthew 3:1 — Compare Translations
7 translations compared side by side
Odia - 1840
"ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୁଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଜଳଦୀକ୍ଷାଦାତା ଯୋହନ ଇହୁଦା ଦେଶର ମରୁଅଞ୍ଚଳକୁ ଆସି ପ୍ରଚାର କରିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବାପ୍ତିଜକ ଯୋହନଙ୍କ କାର୍ଯ୍ୟ ସେହି ସମୟରେ ବାପ୍ତିଜକ ଯୋହନ ଆସି ଯିହୂଦା ପ୍ରଦେଶର ପ୍ରାନ୍ତର ମଧ୍ୟରେ ଘୋଷଣା କରି କହିବାକୁ ଲାଗିଲେ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಜುದೆಯಾ ಮನ್ತಲ್ಯಾ ಪ್ರಾಂತ್ಯಾತ್ ಜುವಾಂವ್ ಬಾವ್ತಿಸ್ ಹೊತ್ತೊ, ತೊ ಡಂಗ್ಳಿತ್ ಶಿಕ್ವುಲಾಲೊ,