Matthew 3:10 — Compare Translations

7 translations compared side by side

Odia - 1840
"ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏବେ ସୁଦ୍ଧା ଗଛଗୁଡ଼ିକ ମୂଳରେ କୁହ୍ରାଡ଼ି ଲାଗିଅଛି; ଅତଏବ, ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବୃକ୍ଷସବୁକୁ ସମୂଳେ କାଟି ଦେବା ପାଇଁ କୁଠାର ଉତ୍ତୋଳିତ। ଯେଉଁ ବୃକ୍ଷରେ ଭଲ ଫଳ ହୁଏ ନାହିଁ, ତାହା କଟାଯାଇ ଅଗ୍ନିରେ ନିକ୍ଷିପ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଗଛର ମୂଳ ଉପରେ କୁହ୍ରାଡ଼ି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାନ୍ତି, ସେଗୁଡ଼ିକୁ କାଟି ନିଆଁରେ ପକେଇ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝಾಡಾಚ್ಯಾ ಮುಳಾತ್ ಕುರಾಡ್ ಥವ್ನ್ ಹೊಲ್ಲಿ ಹಾಯ್, ಜೆ ಖಲೆ ಝಾಡ್ ಬರಿ ಫಳಾ ದಿ ನಾ ತೆ ಹರಿ ಎಕ್ ಝಾಡ್ ಮುಳಾತ್ನಾಚ್ ತೊಡುನ್ ಆಗಿತ್ ಟಾಕುನ್ ಹೊತಾ.