Matthew 3:11 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ପାପ ପ୍ରତି ବିମୁଖ ହୋଇଛ, ଏହା ଜଣାଇବାକୁ ମୁଁ ତୁମକୁ ଜଳରେ ଦୀକ୍ଷା ଦେଉଛି। କିନ୍ତୁ ମୋ’ ପରେ ଯିଏ ଆସୁଛନ୍ତି, ସେ ତୁମକୁ ପବିତ୍ରଆତ୍ମା ଓ ଅଗ୍ନିରେ ଦୀକ୍ଷା ଦେବେ। ସେ ମୋ’ଠାରୁ ମହୀୟାନ-ତାଙ୍କର ପାଦୁକା ବହନ କରିବାକୁ ମଧ୍ୟ ମୁଁ ଅଯୋଗ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ମନ ପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳରେ ବାପ୍ତିସ୍ମ ଦେଉଛି, କିନ୍ତୁ ମୋ’ପରେ ଯେ ଆସୁଛନ୍ତି, ସେ ମୋ’ଠାରୁ ମହାନ। ମୁଁ ତ ତାହାଙ୍କର ଜୋତା ବୋହି ନେବାକୁ ମଧ୍ୟ ଯୋଗ୍ୟ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಪಾಪ್ ಕರ್‍ತಲೆ ಸೊಡ್ಲ್ಯಾಶಿ ಮನುನ್ ಎಕ್ ವಳಕ್ ಮನುನ್ ಮಿಯಾ ತುಮ್ಕಾ ಪಾನಿಯಾನ್ ಬಾಲ್ತಿಮ್ ದಿವ್ಲಾ, ಖರೆ ಮಾಜ್ಯಾ ಮಾನಾ ಅನಿ ಎಕ್ಲೊ ಯೆತಲೊ ಹಾಯ್ ತೊ ಮಾಜ್ಯಾನ್ಕಿ ಮೊಟೊ, ತೆಚ್ಯಾ ಪಾಯಾತ್ಲಿ ವ್ಹಾನಾ ಕಾಡುಕ್ ಸೈತ್ ಮಿಯಾ ಯೊಗ್ಯ್ ನ್ಹಯ್. ತೊ ತುಮ್ಕಾ ಪವಿತ್ರ್ ಆತ್ಮ್ಯಾನ್ ಅನಿ ಆಗಿನ್ ಬಾಲ್ತಿಮ್ ದಿತಾ.